Masthead

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୪ର୍ଥ ସମନ କଲା ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ସମନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ୪ର୍ଥ ଥର ପାଇଁ ଇଡିର ସମନ । ଇଡିର ୩ ଥର ସମନ ସତ୍ତ୍ବେ ହାଜର ହୋଇନଥିଲେ କେଜରିୱାଲ । ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ପଚରାଉଚରା ପାଇଁ ଇଡି ତାଙ୍କୁ ଚତୁର୍ଥ ଥର ପାଇଁ ସମନ ପଠାଇଛି। ଜାନୁଆରୀ ୧୮ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡିରେ ହାଜର ହେବାକୁ କୁହାଯାଇଛି। ଏହାପୂର୍ବରୁ, ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ୨୦୨୩ ନଭେମ୍ବର ୨, ଡିସେମ୍ବର ୨୧ ଏବଂ ୩ ଜାନୁଆରୀ ୨୦୨୪ରେ ପଚରାଉଚରା ପାଇଁ ଇଡି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଡାକିଥିଲା। ତିନିଥର ପଚରାଉଚରା ପାଇଁ ସମନ ଜାରି ସତ୍ତ୍ୱେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଇଡିରେ ହାଜର ହୋଇନଥିଲେ। ପ୍ରତ୍ୟେକ ଥର ସେ ଏକ ଚିଠି ଜାରି କରି ଇଡିର ଡାକରାକୁ ବେଆଇନ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା