Masthead

‘ସିଏମଙ୍କ ସୁଗର ଲେଭଲ କମିଛି, କୋମାକୁ ଯାଇପାରନ୍ତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି । କିଛି ଏମିତି କହିଛନ୍ତି ଆପ ନେତା ଆତିଶୀ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମାମଲାରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ମୁଖ୍ୟ ସଚିବଙ୍କ ଚିଠିରେ ଆମ ଆଦମୀ ପାର୍ଟିର ପ୍ରତିକ୍ରିୟା ଆସିଛି। ଦିଲ୍ଲୀ ସରକାରୀ ମନ୍ତ୍ରୀ ତଥା ଆପ ନେତା ଆତିଶୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି।

ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଶୀ କହିଛନ୍ତି , ସିଏମ କେଜ୍ରିୱାଲଙ୍କ ସୁଗାର ହ୍ରାସ ପାଇଛି। ମୁଖ୍ୟମନ୍ତ୍ରୀ କୋମାକୁ ଯାଇପାରନ୍ତି। ଏଭଳି ପରିସ୍ଥିତିରେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ ହେବାର ଆଶଙ୍କା ରହିଛି। ଆତିଶୀଙ୍କ ଏହି ବୟାନ ଦିଲ୍ଲୀର ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ପ୍ରଧାନ ସଚିବଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଉପରେ ଅଭିଯୋଗ ଆଣିବା ପରେ ଆସିଛି। ସେ ଅଭିଯୋଗ କରିଥିଲେ, ଅରବିନ୍ଦ କେଜ୍ରିଓ୍ବାଲ ଜେଲରେ କମ କ୍ୟାଲୋରୀ ଖାଉଛନ୍ତି, ଯେଉଁଥିପାଇଁ ତାଙ୍କ ଓଜନ ହ୍ରାସ ପାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା