Masthead

ଇଣ୍ଡିଆ ମେଣ୍ଟ ଜିତିଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାରିଛନ୍ତି: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେ ଇଣ୍ଡିଆ ମେଣ୍ଟର ଅଂଶ ଅଟୁ। ଇଣ୍ଡିଆ ମେଣ୍ଟ ଜିତିଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାରିଛନ୍ତି ବୋଲି ଜେଲ୍‌ରୁ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି । ସେ କହିଛନ୍ତି ଆମେ ଗୁରୁତ୍ୱପୂର୍ଣ୍ଣ ନୁହେଁ, ଦେଶ ଗୁରୁତ୍ୱପୂର୍ଣ୍ଣ।

ଆପଣଙ୍କୁ କହିରଖୁଛୁ ଯେ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ଦିଲ୍ଲୀ, ଗୁଜରାଟ, ହରିୟାଣା, ଗୋଆ, ଆସାମ ଏବଂ ଚଣ୍ଡିଗଡ଼ରେ ମେଣ୍ଟ ଗଠନ କରିଛି। ଦିଲ୍ଲୀର ସମସ୍ତ ସାତୋଟି ଆସନରେ ବିଜେପି ଜିତିଛି। କଂଗ୍ରେସ ହରିୟାଣା ଏବଂ ଚଣ୍ଡିଗଡ଼ରେ ୬ଟି ସିଟ ପାଇଛି। ଏଥିସହ ଗୁଜରାଟରେ ଗୋଟିଏ ଆସନ ପାଇଛି। ଏହି ରାଜ୍ୟଗୁଡିକରେ ଆପ ଗୋଟିଏ ବି ସିଟ ପାଇନାହିଁ। ହେଲେ ଏହାର ଭୋଟ ପ୍ରତିଶତରେ ଉନ୍ନତି ହୋଇଛି। ପଞ୍ଜାମରେ ଆମ ଆଦମୀ ପାର୍ଟି ତିନୋଟି ସିଟ ଜିତିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ