Masthead

ଇଣ୍ଡିଆ ମେଣ୍ଟ ଜିତିଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାରିଛନ୍ତି: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେ ଇଣ୍ଡିଆ ମେଣ୍ଟର ଅଂଶ ଅଟୁ। ଇଣ୍ଡିଆ ମେଣ୍ଟ ଜିତିଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାରିଛନ୍ତି ବୋଲି ଜେଲ୍‌ରୁ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି । ସେ କହିଛନ୍ତି ଆମେ ଗୁରୁତ୍ୱପୂର୍ଣ୍ଣ ନୁହେଁ, ଦେଶ ଗୁରୁତ୍ୱପୂର୍ଣ୍ଣ।

ଆପଣଙ୍କୁ କହିରଖୁଛୁ ଯେ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ଦିଲ୍ଲୀ, ଗୁଜରାଟ, ହରିୟାଣା, ଗୋଆ, ଆସାମ ଏବଂ ଚଣ୍ଡିଗଡ଼ରେ ମେଣ୍ଟ ଗଠନ କରିଛି। ଦିଲ୍ଲୀର ସମସ୍ତ ସାତୋଟି ଆସନରେ ବିଜେପି ଜିତିଛି। କଂଗ୍ରେସ ହରିୟାଣା ଏବଂ ଚଣ୍ଡିଗଡ଼ରେ ୬ଟି ସିଟ ପାଇଛି। ଏଥିସହ ଗୁଜରାଟରେ ଗୋଟିଏ ଆସନ ପାଇଛି। ଏହି ରାଜ୍ୟଗୁଡିକରେ ଆପ ଗୋଟିଏ ବି ସିଟ ପାଇନାହିଁ। ହେଲେ ଏହାର ଭୋଟ ପ୍ରତିଶତରେ ଉନ୍ନତି ହୋଇଛି। ପଞ୍ଜାମରେ ଆମ ଆଦମୀ ପାର୍ଟି ତିନୋଟି ସିଟ ଜିତିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ