Masthead

ରଥ ଉପରକୁ ମୋବାଇଲ ନେଲେ ହେବ କଡା କାର୍ଯ୍ୟାନୁଷ୍ଠାନ: ଅରବିନ୍ଦ ପାଢୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଅରବିନ୍ଦ ପାଢୀ । ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି । ଦାୟିତ୍ୱ ନେବା ପରେ ସେ କହିଛନ୍ତି ରଥ ଉପରକୁ ମୋବାଇଲ ନେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ନୀତିକାନ୍ତି ଓ ଶୃଙ୍ଖଳାକୁ ପ୍ରାଥମିକତା ଦିଆଯିବ ।

କେବଳ ସେତିକି ନୁହେଁ ସେବା ନଥାଇ ରଥରେ ଚଢ଼ିଲେ କଡ଼ା ହେବ କାର୍ଯ୍ୟାନୁଷ୍ଠାନ । ଏହାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି କି, ଏବେ ରଥ ଉପରେ ସୀମିତ ସେବାୟତ ଚଢିବାକୁ ଅନୁମତି ଦିଆଯିବ । ଯାହାର ସେବା ନାହିଁ ସେମାନଙ୍କୁ ରଥ ଉପରେ ଚଢିବାକୁ ଅନୁମତି ଦିଆଯିବ ନାହିଁ । ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ । ରଥଯାତ୍ରାର ବ୍ୟବସ୍ଥାବଳୀକୁ ଅନୁପାଳନ କରାଯିବ । ୩ ଜଣିଆ କମିଟିର ରିପୋର୍ଟ ଆସିଲେ ତର୍ଜମା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ