Masthead

‘ତିନୋଟି ତାଲା ଭଙ୍ଗା ଗଲା, ୨ଟା ନୂଆ ପଡ଼ିଲା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଲା, ଚାବି ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା । ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା । ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ । ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହେଲା । ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀ ଜିମା ଦିଆଯାଇଛି । ଗୁରୁବାର ଦିନ ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଖୋଲାଯିବ ।

ଭିତର ଭଣ୍ଡାରରେ କାନ୍ଥକୁ ଲାଗି ସିନ୍ଦୁକ, ଆଲମାରୀ ରହିଥିଲା । ସମୟ ଅଭାବରୁ ସେଦିନ ଆମେ ସିନ୍ଦୁକ, ଆଲମାରୀ ଖୋଲିନଥିଲୁ । ଆଉଦିନେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ୍‌ କରିଥିଲୁ । ସେଥିରେ ୩ଟି ତାଲା ପଡ଼ିଥିଲା, ଟ୍ରେଜେରିରୁ ଆସିଥିବା ଚାବିରେ ଖୋଲିନଥିଲା । ଏସ୍‌ଓପି ଅନୁଯାୟୀ ୩ଟି ତାଲାକୁ ଭଙ୍ଗାଯାଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ।

ତାଲା ଭଙ୍ଗାଯିବା ପରେ କମିଟି ସଦସ୍ୟ ଭିତର ଭଣ୍ଡାରକୁ ପଶିଥିଲେ । ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହେଲା । ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀ ଜିମା ଦିଆଯାଇଛି । ଗୁରୁବାର ଦିନ ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା