Masthead

‘ତିନୋଟି ତାଲା ଭଙ୍ଗା ଗଲା, ୨ଟା ନୂଆ ପଡ଼ିଲା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଲା, ଚାବି ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା । ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା । ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ । ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହେଲା । ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀ ଜିମା ଦିଆଯାଇଛି । ଗୁରୁବାର ଦିନ ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଖୋଲାଯିବ ।

ଭିତର ଭଣ୍ଡାରରେ କାନ୍ଥକୁ ଲାଗି ସିନ୍ଦୁକ, ଆଲମାରୀ ରହିଥିଲା । ସମୟ ଅଭାବରୁ ସେଦିନ ଆମେ ସିନ୍ଦୁକ, ଆଲମାରୀ ଖୋଲିନଥିଲୁ । ଆଉଦିନେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ୍‌ କରିଥିଲୁ । ସେଥିରେ ୩ଟି ତାଲା ପଡ଼ିଥିଲା, ଟ୍ରେଜେରିରୁ ଆସିଥିବା ଚାବିରେ ଖୋଲିନଥିଲା । ଏସ୍‌ଓପି ଅନୁଯାୟୀ ୩ଟି ତାଲାକୁ ଭଙ୍ଗାଯାଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ।

ତାଲା ଭଙ୍ଗାଯିବା ପରେ କମିଟି ସଦସ୍ୟ ଭିତର ଭଣ୍ଡାରକୁ ପଶିଥିଲେ । ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହେଲା । ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀ ଜିମା ଦିଆଯାଇଛି । ଗୁରୁବାର ଦିନ ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ