Masthead

ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଦାୟିତ୍ୱ

ପୁରୀ (ବଡ଼ ଖବର ବ୍ୟୁରୋ) ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ । ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ