Masthead

ଭବିଷ୍ୟତରେ ବିଜେଡି ରହିବନି: ଢାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମତା ମହାନ୍ତ ବିଜେପିରେ ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ ବିଜେପି ନେତା ଅରବିନ୍ଦ ଢାଲି । କହିଲେ ଖାଲି ହୋଇଯିବ ବିଜେଡି ବସା । ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି । ଜାତୀୟ ଦଳର ବିଲୟ ହୁଏନି, ଆଞ୍ଚଳିକ ଦଳର ବିଲୟ ହୁଏ ବୋଲି କହିଛନ୍ତି ଢାଲି ।

ସେ ଆହୁରି ମଧ୍ୟ କହିଛନ୍ତି ଯିଏ ଆଞ୍ଚଳିକ ଦଳ ଗଢ଼ିଥାଏ, ଅସୁସ୍ଥ ବା ଆଉ କଣ ହେଲେ ଦଳ ରୁହେନି । ବିଜେଡିରେ ବାକ୍‌ ସ୍ୱାଧୀନତା ନାହିଁ, ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ । ବିଜେଡିରେ ସମସ୍ତେ ଅସନ୍ତୁଷ୍ଟ ଥିଲେ, ପାଣ୍ଡିଆନ ସର୍ବେସର୍ବା ଥିଲେ ବୋଲି କହିଛନ୍ତି ଅରବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା