Masthead

ଆର୍ୟନ ଖାନଙ୍କୁ ଜାମିନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନ ଖାନଙ୍କୁ ମିଳିଲା ଜାମିନ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଶାହରୁଖ ଖାନଙ୍କ ପୁଅଙ୍କୁ ବମ୍ବେ ହାଇକୋର୍ଟ ଜାମିନ ଦେଇଥିବାର ସୂଚନା ମିଳିଛି । ତାଙ୍କ ସହ ଅରବାଜ ମରଚାଣ୍ଟକୁ ମଧ୍ୟ ଓ ମୁନମୁନ ଧମେଚାଙ୍କୁ ମଧ୍ୟ ଜାମିନ ମିଳିଛି । ସେପଟେ ଦୀର୍ଘ ୨୬ ଦିନ ଜେଲରେ ରହିବା ପରେ ଆର୍ୟନ ଖାନଙ୍କୁ ଜାମିନ ମିଳିଛି ।

ଅନ୍ୟପଟେ ୩ ଜଣ ଅଭିଯୁକ୍ତଙ୍କୁ ଜାମିନ ମିଳିଛି, ହେଲେ ଆଜି ସମସ୍ତେ ଜେଲରେ ରହିବେ । ଏହା ସହ ବର୍ତ୍ତମାନ ସୁଦ୍ଧା କୋର୍ଟଙ୍କ ପାଖରୁ ଜାମିନର କପି ମିଳିନାହିଁ । ତେଣୁ ଦିନେ ଦୁଇଦିନ ମଧ୍ୟରେ ଆର୍ୟନ ଜେଲରୁ ବାହାରକୁ ବାହାରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ