Masthead

ଏଣିକି ଆର୍ୟନ ଖାନ ମାମଲାକୁ ଯାଞ୍ଚ କରିବେନି ସମୀର ୱାଙ୍ଖଡେ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ତେବେ ଆର୍ୟନ ଖାନ ଡ୍ରଗ୍ସ ମାମଲାର ତଦନ୍ତ କରୁଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଟିମର ନେତୃତ୍ୱରୁ ସମୀର ୱାଙ୍ଖଡେଙ୍କୁ ହଟାଇ ଦିଆଯାଇଛି । ସେପଟେ ସମୀର ୱାଙ୍ଖଡେ ଆର୍ୟନ ଖାନ ଡ୍ରଗ୍ସ ମାମଲାରେ ୮ କୋଟି ଟଙ୍କା ଲାଞ୍ଚ ନେଉଥିବାର ଅଭିଯୋଗ ହୋଇଛି ।

ୱାଙ୍ଖଡେଙ୍କୁ ହଟାଇବା ପରେ ବରିଷ୍ଠ ପୁଲିସ ଅଧିକାରୀ ସଞ୍ଜୟ ସିଂହଙ୍କ ନେତୃତ୍ୱରେ ମାମଲାର ତଦନ୍ତ ଏସଆଇଟିକୁ ହସ୍ତନ୍ତର କରାଯାଇଛି । ଅନ୍ୟପଟେ ସମୀର ୱାଙ୍ଖଡେଙ୍କ ବିରୋଧରେ ଆସିଥିବା ଅଭିଯୋଗର ଯାଞ୍ଚ ପାଇଁ ସେ ନିଜେ ହାଇକୋର୍ଟରେ ଆବେଦନ କରିଛନ୍ତି । ଏହାକୁ ଭିତ୍ତି କରି ଦିଲ୍ଳୀର ଜଣେ ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଏକ ଏସଆଇଟି ଗଠନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ