Masthead

ଏଣିକି ଆର୍ୟନ ଖାନ ମାମଲାକୁ ଯାଞ୍ଚ କରିବେନି ସମୀର ୱାଙ୍ଖଡେ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ତେବେ ଆର୍ୟନ ଖାନ ଡ୍ରଗ୍ସ ମାମଲାର ତଦନ୍ତ କରୁଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଟିମର ନେତୃତ୍ୱରୁ ସମୀର ୱାଙ୍ଖଡେଙ୍କୁ ହଟାଇ ଦିଆଯାଇଛି । ସେପଟେ ସମୀର ୱାଙ୍ଖଡେ ଆର୍ୟନ ଖାନ ଡ୍ରଗ୍ସ ମାମଲାରେ ୮ କୋଟି ଟଙ୍କା ଲାଞ୍ଚ ନେଉଥିବାର ଅଭିଯୋଗ ହୋଇଛି ।

ୱାଙ୍ଖଡେଙ୍କୁ ହଟାଇବା ପରେ ବରିଷ୍ଠ ପୁଲିସ ଅଧିକାରୀ ସଞ୍ଜୟ ସିଂହଙ୍କ ନେତୃତ୍ୱରେ ମାମଲାର ତଦନ୍ତ ଏସଆଇଟିକୁ ହସ୍ତନ୍ତର କରାଯାଇଛି । ଅନ୍ୟପଟେ ସମୀର ୱାଙ୍ଖଡେଙ୍କ ବିରୋଧରେ ଆସିଥିବା ଅଭିଯୋଗର ଯାଞ୍ଚ ପାଇଁ ସେ ନିଜେ ହାଇକୋର୍ଟରେ ଆବେଦନ କରିଛନ୍ତି । ଏହାକୁ ଭିତ୍ତି କରି ଦିଲ୍ଳୀର ଜଣେ ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଏକ ଏସଆଇଟି ଗଠନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା