Masthead

ଆର୍ୟନକୁ ମିଳିଲାନି ଜାମିନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନକୁ ମିଳିଲାନି ଜାମିନ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଆର୍ୟନ ଖାନଙ୍କ ବଢିଲା ଅଡ଼ୁଆ । ସେପଟେ ଆର୍ୟ୍ୟନ ସମେତ ଗିରଫ ହୋଇଥିବା ୮ ଜଣଙ୍କ ଜାମିନ ଶୁଣାଣି ଆସନ୍ତାକାଲିକୁ ଘୁଞ୍ଚାଇଛନ୍ତି କୋର୍ଟ । ଜାମିନ ନାମଞ୍ଜୁର ହେବା ଫଳରେ ଆର୍ୟ୍ୟନ ସମେତ ୮ ଜଣ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ତେବେ ସେମାନଙ୍କୁ ଏନ୍‌ସିବି ହେପାଜତକୁ ପଠାଯିବ ନାହିଁ ବୋଲି କହିଛନ୍ତି କୋର୍ଟ ।

ପୂର୍ବରୁ ଆର୍ୟ୍ନ୍‌ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ମାରାଥନ୍‌ ଜେରା କରିଥିଲା ଏନ୍‌ସିବି । ବର୍ତ୍ତମାନ ରିମାଣ୍ଡ ଅବଧି ଶେଷ ହେବାପରେ ଆସନ୍ତା ୧୧ ତାରିଖ ଯାଏଁ ପୁଣି ରିମାଣ୍ଡରେ ନେବାକୁ ଏନ୍‌ସିବି ଆବେଦନ କରିଥିଲା । ଏହାର ଶୁଣାଣିକରି ଅଭିଯୁକ୍ତଙ୍କୁ ପୁଣିଥରେ ରିମାଣ୍ଡ ବଦଳରେ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ । ଆସନ୍ତାକାଲି ବେଲ୍‌ ନେଇ ପରବର୍ତ୍ତୀ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି