Masthead

୩୦ ଯାଏଁ ଜେଲରେ ରହିବେ ଆର୍ୟନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନ ଖାନଙ୍କ ବଢିଲା ଅଡ଼ୁଆ । ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ୟନ ଖାନ । ତାଙ୍କ ବିଚାର ବିଭାଗୀୟ ହାଜତ ମିଆଦ ବଢିଲା । ଅକ୍ଟୋବର ୩୦ ପର୍ଯ୍ୟନ୍ତ ମିଆଦ ବୃଦ୍ଧି କଲେ ମୁମ୍ବାଇ କୋର୍ଟ । ଆର୍ୟନଙ୍କ ସହ ଅନ୍ୟ ୭ ଜଣଙ୍କ ହାଜତ ମିଆଦ ୩୦ ପର୍ଯ୍ୟନ୍ତ ବୃଦ୍ଧି । ମୁମ୍ବାଇ କ୍ରୁଜ ପାର୍ଟି ଡ୍ରଗ୍ସ ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ