Masthead

୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ୟନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଦିନ ପରେ ଦିନ ଗଡ଼ି ଯାଉଥିଲେ ମଧ୍ୟ ଆର୍ୟନଙ୍କୁ ବେଲ ମିଳିପାରୁ ନାହିଁ । ଏହା ମଧ୍ୟରେ ତାଙ୍କ ଜାମିନ ଆବେଦନ ଶୁଣାଣି ଥିବାବେଳେ ଏହାକୁ ପୁଣିଥରେ ୨୬ ଅକ୍ଟୋବରକୁ ଘୁଞ୍ଚାଇ ଦିଆଯାଇଛି । ଯାହାଫଳରେ ଆର୍ୟନ ଅକ୍ଟୋବର ୨୬ ପର୍ଯ୍ୟନ୍ତ ଜେଲରେ ରହିବେ । ସେପଟେ ଜାମିନ ନମିଳିବା ପର୍ଯ୍ୟନ୍ତ ସେ ଜେଲରେ ରହିବେ ।

ଅନ୍ୟପଟେ ମାଦକ ଦ୍ରବ୍ୟ ରଖିବା, ସେବନ କରିବା ଓ କାରବାର କରିବା ଅଭିଯୋଗରେ ଏନସିବି ଅକ୍ଟୋବର ୩ ତାରିଖରେ ଆର୍ୟନ ଖାନକୁ ଗିରଫ କରିଥିଲା । ସେପଟେ ତାଙ୍କ ବାପା ଶାହରୁଖ ଖାନ ଦୀର୍ଘ ୧୭ ଦିନ ପରେ ତାଙ୍କୁ ଭେଟିବାକୁ ଜେଲ ଯାଇଥିବାର କଥା ସାମ୍ନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ