Masthead

ଦଳ ଯାହା ନିଷ୍ପତ୍ତି ନେବ ମୁଁ କରିବି: ଶିବରାଜ ସିଂ ଚୌହାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଜେପି ନଡ୍ଡାଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ଶିବରାଜ ସିଂ । ବିଜେପି ମୁଖ୍ୟ ଜେପି ନଡ୍ଡାଙ୍କୁ ଭେଟିବା ପରେ ମଧ୍ୟପ୍ରଦେଶର ପୂର୍ବତନ ସିଏମ୍ ତଥା ଦଳର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, “ଦଳୀୟ କର୍ମୀ ଭାବରେ ଦଳ ଦ୍ୱାରା ଯାହା ନିଷ୍ପତ୍ତି ନିଆଯିବ ମୁଁ ତାହା କରିବି’। ମୁଁ ରାଜ୍ୟରେ ବି ରହିବି ଓ କେନ୍ଦ୍ରରେ ବି ରହିବି କହିଛନ୍ତି ଶିବରାଜ ସିଂ ଚୌହାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ