Masthead

ଅପରାହ୍ନ ୩ଟା ସୁଦ୍ଧା ପଶ୍ଚିମବଙ୍ଗରେ ୫୫.୭୬ ପ୍ରତିଶତ ଓ ଆସାମରେ ୪୭.୯୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ୩୦ ଟି ଆସନରେ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ, ୭୩ ଲକ୍ଷରୁ ଅଧିକ ଭୋଟର ୧୯୧ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ। ନିର୍ବାଚନ ଆୟୋଗଙ୍କ କହିବା ଅନୁଯାୟୀ, ଅପରାହ୍ନ ୩ ଟା ପର୍ଯ୍ୟନ୍ତ ୫୫.୭୬ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ମମତା ବାନାର୍ଜୀ ଭୋଟ ପାଇଁ ଲୋକଙ୍କୁ ନିବେଦନ କରିଥିଲେ। ଅନ୍ୟପଟେ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ୪୭ ଟି ଆସନରେ ମତଦାନ ଚାଲିଛି । ଆସାମରେ ଅପରାହ୍ନ ୩ ଟା ସୁଦ୍ଧା ୪୭.୯୩ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ମେ ୨ ରେ ଫଳାଫଳ ଘୋଷଣା କରାଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ