Masthead

ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ସାମ୍ନାକୁ ଆସିଲା ଏକ ବିକଳ ଚିତ୍ର । ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ। ସ୍ବେଚ୍ଛାସେବୀ ସଂଗଠନ ସହଯୋଗ ରେ ଡାକ୍ତରଖାନା ଗଲେ ରୋଗୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଖାଲିନା ଗ୍ରାମରେ ଦେଖିବାକୁ ମିିଳିଛି ଏଭଳି ଦୃଶ୍ୟ । ସେହି ଗ୍ରାମର ନିତ୍ୟାନନ୍ଦ ରାଉଳ ତଳେ ପଡିଯାଇ ଆହତ ହେଇଥିଲେ ।

ଆମ୍ବୁଲାନ୍ସକୁ ଖବର ଦେଇଥିଲେ ମଧ୍ୟ ଗାଁ କୁ ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ । ସ୍ୱାମୀଙ୍କୁ ଡାକ୍ତରଖାନା ନେବା ପାଇଁ ସ୍ତ୍ରୀ ଗ୍ରାମବାସୀଙ୍କୁ ନିବେଦନ କରିଥିଲେ ମଧ୍ୟ କେହି ଶୁଣି ନଥିଲେ । ଶେଷରେ ସ୍ବେଚ୍ଛାସେବୀ ସଂଗଠନ ସଦସ୍ୟ ମାନେ ଏକ ବାଉଁଶ ଓ ଲୁଗାରେ ଦୋଳି କରି କାନ୍ଧରେ ବୋହି ନେଇ ଅଟୋ ସାହାଯ୍ୟ ରେ ଡାକ୍ତରଖାନା ନେଇଥିଲେ। ଘଟଣାଟି ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା