Masthead

ଏଥର ନବଯୌବନ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଏବର୍ଷ ଏକାଠି ପଡୁଛି ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା । ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ । ପହଣ୍ଡି ଟିକେଟ୍‌ ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା । ସମୟ କମ୍‌ ଥିବାରୁ ଭିଡ଼ ନିୟନ୍ତ୍ରଣ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ଏବର୍ଷ ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା ଏକାଠି ପଡୁଛି । ଜୁଲାଇ ୭ରେ ସବୁ ଏକାଠି ପଡ଼ୁଥିବାରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ନେଇଛନ୍ତି ।

ରଥଯାତ୍ରା ନୀତିକାନ୍ତି ଶୃଙ୍ଖଳିତ କରିବା ନେଇ ନୀଳାଦ୍ରି ଭକ୍ତ ନିବାସରେ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ନେଇ ଛତିଶା ନିଯୋଗ ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଉପରେ ପରିଚାଳନା କମିଟି ବୈଠକରେ ମୋହର ଲାଗିଛି । ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତିକାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରାରେ ନୀତିକାନ୍ତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ