Masthead

ଏଥର ନବଯୌବନ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଏବର୍ଷ ଏକାଠି ପଡୁଛି ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା । ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ । ପହଣ୍ଡି ଟିକେଟ୍‌ ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା । ସମୟ କମ୍‌ ଥିବାରୁ ଭିଡ଼ ନିୟନ୍ତ୍ରଣ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ଏବର୍ଷ ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା ଏକାଠି ପଡୁଛି । ଜୁଲାଇ ୭ରେ ସବୁ ଏକାଠି ପଡ଼ୁଥିବାରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ନେଇଛନ୍ତି ।

ରଥଯାତ୍ରା ନୀତିକାନ୍ତି ଶୃଙ୍ଖଳିତ କରିବା ନେଇ ନୀଳାଦ୍ରି ଭକ୍ତ ନିବାସରେ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ନେଇ ଛତିଶା ନିଯୋଗ ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଉପରେ ପରିଚାଳନା କମିଟି ବୈଠକରେ ମୋହର ଲାଗିଛି । ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତିକାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରାରେ ନୀତିକାନ୍ତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ