Masthead

ରାହୁଲ ଗାନ୍ଧିଙ୍କୁ ଅସାଦୁଦ୍ଦିନଙ୍କ ଟାର୍ଗେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସାଦୁଦ୍ଦିନ ଓୱେସୀ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧିଙ୍କ ବୟସ ୫୦ ଡେଇଁ ସାରିଲାଣି କହିଛନ୍ତି ଅସାଦୁଦ୍ଦିନ ଓୱେସୀ । ସେ ନିଜର ଏକୁଟିଆପଣକୁ ନେଇ ବେଶ ଚିନ୍ତିତ ରହୁଥବେ ବୋଲି କହି ଓୱେସୀ ତାଙ୍କୁ ଥଟ୍ଟା କରିଛନ୍ତି।

ସେ ଆହୁରୀ ମଧ୍ୟ କହିଛନ୍ତି ଏକୁଟିଆ ରହିବା ଆପଣଙ୍କୁ ନିଶ୍ଚିତ କଷ୍ଟ ଦେଉଥିବ। ଏହାକୁ ନେଇ ଆପଣ ଚିନ୍ତା ମଧ୍ୟ କରୁଥିବେ। କାହାକୁ ଗୋଟିଏ ଖୋଜି ନିଅନ୍ତୁ। ଅବଶ୍ୟ ଏହା ଆପଣଙ୍କର ନିଷ୍ପତ୍ତି। ଆମେ କାହାର ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ କରିବାକୁ ଚାହୁଁନାହୁଁ । ରାହୁଲ ଗାନ୍ଧି ତେଲେଙ୍ଗାନାରେ ପ୍ରଚାର ସମୟରେ ଓୱେସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବନ୍ଧୁ କହି ସମାଲୋଚନା କରିଥିଲେ। ଏହାର ଜବାବ ଦେଇଛନ୍ତି ଓୱେସୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ