Masthead

ଗୁଣୁପୁରରେ ଫୁଟିଲା ଗୁଳି, ଆଶା ସଂସ୍ଥାର ନିର୍ଦ୍ଦେଶକଙ୍କୁ ହତ୍ୟା

ଗୁଣୁପୁର(ବଡ଼ ଖବର ବ୍ୟୁରୋ): ଗୁଣୁପୁରରେ ଫୁଟିଲା ଗୁଳି । ଗୁଳିମାଡ଼ରେ ଆଶା ସଂସ୍ଥା ନିର୍ଦ୍ଦେଶକଙ୍କ ମୃତ୍ୟୁ । ମୃତଙ୍କ ଜଣଙ୍କ ହେଉଛନ୍ତି ଗୌରୀ ମିଶ୍ର । ଶନିବାର ରାତିରେ ଘରକୁ ଫେରୁଥିବାବେଳେ ଗୁଳିମାଡ଼ର ଶିକାର ହୋଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ କିଏ କାହିଁକି ଗୁଳିମାଡ଼ କରିଛି ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ଅଛି । ମିଳିଥିାବ ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ବଂଶଧରା ନଦୀ ପୋଲ ଉପରେ ହୋଇଛି ଗୁଳିମାଡ଼ ।

ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଶ ନିର୍ଦ୍ଦେଶକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି  ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଲୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଉକ୍ତ ଘଟଣା ଅଞ୍ଚଳରେ ପ୍ରଥମ ଥର ଘଟିଥିବାରୁ ସାଧାରଣରେ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା