Masthead

ପଚରାଉଚରା ପାଇଁ ପହଞ୍ଚିଲେ ଆଶିଷ ମିଶ୍ରା

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶରେ ଘମାସାନ ରାଜନୀତି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇଥିବା ଅଭିଯୋଗରେ ଆଶିଷ ମିଶ୍ରା ଆଜି ଲଖିମପୁର ପୋଲିସ ଲାଇନସ୍ଥିତ କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିଛନ୍ତି । ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ଉତ୍ତରପ୍ରଦେଶ ପୋଲିସ ଆଗରେ ହାଜର ହେବାକୁ ତାଙ୍କୁ କୁହାଯାଇଥିଲା ।

ଜିଲ୍ଲାରେ ଘଟିଥିବା ହିଂସାକାଣ୍ଡକୁ ନେଇ ତାଙ୍କୁ ପଚରାଉଚରା କରାଯାଉଛି । ସେଥିପାଇଁ ତାଙ୍କୁ କାଲି ସମନ ମଧ୍ୟ କରାଯାଇଥିଲା । କିନ୍ତୁ ଗତକାଲି ତାଙ୍କର କୌଣସି ଦେଖା ମିଳିନଥିଲା । ଆଉ ଆଜି ସେ କହିଛନ୍ତି ଯେ, ନୋଟିସ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ତଦନ୍ତରେ ସହଯୋଗ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ