Masthead

ବ୍ଲକ ସଭାପତି ପଦରୁ ଆଶିଷ ପାତ୍ରଙ୍କ ଇସ୍ତଫା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ବ୍ଲକ ସଭାପତି ପଦରୁ ଆଶିଷ ପାତ୍ରଙ୍କ ଇସ୍ତଫା । ପିସିସି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର । ୩୪ ବର୍ଷ ଧରି କଂଗ୍ରେସରେ ଥିଲେ ଆଶିଷ । ଖୁବଶୀଘ୍ର ଦଳରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ।

ଦୀର୍ଘ ଦିନରୁ ଆଶାୟୀ ଥିଲେ ଆଶିଷ । ୧୦ ବର୍ଷ ସଭାପତି ଭାବେ ସଂଗଠନରେ କରୁଥିଲେ । ୬ ଥର ସରପଞ୍ଚ ଦାୟିତ୍ୱ ତୁଲାଇ ଥିଲେ ଉଭୟ ସ୍ୱାମୀ-ସ୍ତ୍ରୀ । ଦଳରୁ ମଧ୍ୟ ଇସ୍ତଫା ଦେବା ନେଇ ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା । ହାତ ଛାଡି ଆଶିଷ ପଦ୍ମ ଧରି ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ