Masthead

‘ସଦସ୍ୟତା ରଦ୍ଦ ଏକଛତ୍ରବାଦୀ ଶାସନର ଉଦାହରଣ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପଦ ରଦ୍ଦକୁ ନେଇ କଂଗ୍ରେସ ବିଜେପିକୁ ଟାର୍ଗେଟ କରିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ କରିବା ଏକଛତ୍ରବାଦୀ ଶାସନର ଅନ୍ୟ ଏକ ଉଦାହରଣ ।

ବିଜେପି ଭୁଲିଯିବା ଉଚିତ୍‌ ନୁହେଁ ଯେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମଧ୍ୟ ସମାନ ପଦ୍ଧତି ଅବଲମ୍ବନ କରିଥିଲେ । ଏହାର ପରିଣାମ ମଧ୍ୟ ସାମ୍ନା କରିବାକୁ ପଡିଥିଲା। ରାହୁଲ ଗାନ୍ଧୀ ଦେଶର ସ୍ୱର। ଭାରତ ଯୋଡୋ ଯାତ୍ରାରେ ରାହୁଲ ଗାନ୍ଧୀ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ଦୁର୍ନୀତି ଏବଂ ଦେଶରେ ହେଉଥିବା ହିଂସା ପ୍ରସଙ୍ଗ ଉପରେ ନିଜର ସ୍ୱର ଉଠାଇଛନ୍ତି। ସେପଟେ ଜନତା ଅଦାଲତ ଯିବେ ବୋଲି କହିଲେ ଅଶୋକ ଗେହଲଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ