କଂଗ୍ରେସକୁ ବଡ଼ ଝଟକା, ଇସ୍ତଫା ଦେଲେ ଅଶୋକ କୁମାର ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା । ଜିଲ୍ଲା ସଭାପତି ପଦରୁ ଇସ୍ତାଫା ଦେଲେ ଅଶୋକ କୁମାର ମିଶ୍ର । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି । ସଭାପତି ପଦ ଛାଡ଼ିଥିଲେ ବି ଦଳର ପ୍ରାଥମିକ ସଦସ୍ୟ ଥିବା ସ୍ପଷ୍ଟ କହିଛନ୍ତି ଅଶୋକ କୁମାର ମିଶ୍ର । ଚଳିତ ଉପ ନିର୍ବାଚନରେ ଶ୍ରୀ ମିଶ୍ର କଂଗ୍ରେସ ଟିକେଟ ପାଇବା ନେଇ ଆଶାୟୀ ଥିଲେ ଓ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!