Masthead

ଚିକିତ୍ସା ଅବହେଳାରୁ ଚାଲିଗଲା ଜୀବନ

କଟକ (ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଚାଲିଗଲା ଜୀବନ । କଟକ ସହରରେ ଥିବା ଅଶ୍ୱିନୀ ହସ୍ପିଟାଲରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ଲାଗିରହିଛି। ଡାକ୍ତର ଓ ନର୍ସଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କରି ମୃତକଙ୍କ ସମ୍ପର୍କୀୟମାନେ ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି ।
ଜିତେନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିଲେ । ପରିବାର ଲୋକ ତାଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଦୀର୍ଘ ୧୨ଦିନ ଓଟିରେ ଚିକିତ୍ସା କରାଯାଇଥିଲା । ସୋମବାର ହାର୍ଟ ଚୋକରେ ଜିତେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ । ପରିବାର ଲୋକେ ଏହାକୁ ସହଜରେ ହଜମ କରିପାରି ନଥିଲେ । ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରି ମେଡିକାଲ ସାମନାରେ ଧାରଣା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ