Masthead

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ପ୍ରାର୍ଥିପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତି ରହିଥିଲେ ।

ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ । ଅନ୍ୟପଟେ ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ଏହାକୁ ସମର୍ଥନ କରିଛି ବିଜେଡି । ଏନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା । ପୂର୍ବଥର ମଧ୍ୟ ଅଶ୍ୱିନୀ ବିଜେଡି ସମର୍ଥନରେ ରାଜ୍ୟସଭା ଯାଇଥିଲେ । ୨୦୨୪ରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି