Masthead

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ପ୍ରାର୍ଥିପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତି ରହିଥିଲେ ।

ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ । ଅନ୍ୟପଟେ ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ଏହାକୁ ସମର୍ଥନ କରିଛି ବିଜେଡି । ଏନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା । ପୂର୍ବଥର ମଧ୍ୟ ଅଶ୍ୱିନୀ ବିଜେଡି ସମର୍ଥନରେ ରାଜ୍ୟସଭା ଯାଇଥିଲେ । ୨୦୨୪ରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା