Masthead

ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ଭରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ । ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ । ଗତକାଲି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ବିଜେପି । ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଲାଗି ଘୋଷଣା କରିଛି ବିଜେଡି । ବିଜେଡିର ୨ ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ନାମାଙ୍କନ ଭରିଛନ୍ତି । ୨୦୧୯ ରାଜ୍ୟସଭା ନିର୍ବାଚନ ବେଳେ ବି ସମାନ ଘଟଣା ଦେଖିବାକୁ ମିଳିଥିଲା।

ସେତେବେଳେ କିନ୍ତୁ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ପ୍ରଥମେ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ପରେ ସେ ବିଜେପି ପ୍ରାର୍ଥୀ ବୋଲି ସ୍ପଷ୍ଟ କରିଥିଲା। ଆଉ ବିଜେଡି ସମର୍ଥନରେ ହିଁ ଅଶ୍ୱିନୀ ରାଜ୍ୟସଭାକୁ ନିର୍ବାଚିତ ହୋଇ ମୋଦି ସରକାରରେ ମନ୍ତ୍ରୀ ହୋଇଥିଲେ।ନାମାଙ୍କନ ଦାଖଲ ପୂର୍ବରୁ ଗତକାଲି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ। ଏଥିସହ ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ଅନୁଧ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ