Masthead

ନାଟମଣ୍ଡପ କାମକୁ ସ୍ଥଗିତ ରଖିଛି ଏଏସଆଇ, ବୈଠକ ପରେ ହେବ ଆଲୋଚନା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗ । ଆଜି ହେବାକୁ ଥିବା ମରାମତି କାର୍ଯ୍ୟକୁ ସ୍ଥଗିତ ରଖିଛି ଏଏସ ଆଇ । ଅପରାହ୍ନରେ ଥିବା ବୈଠକରେ ନାଟମଣ୍ଡପ ମରାମତିକୁ ନେଇ ହେବ ଆଲୋଚନା। କାର୍ତ୍ତିକ ମାସ ଥିବାରୁ ଶ୍ରୀମନ୍ଦିରରେ ରହୁଛି ଭକ୍ତଙ୍କ ଭିଡ଼। ଗରୁଡ଼ଙ୍କ ପାଖରୁ ଭିତର କାଠ ପର୍ଯ୍ୟନ୍ତ ମରାମତି ପାଇଁ କରାଯିବ ଲୁହାଭାରା।

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନର ଅନୁମତି ଲୋଡିଛି ଏଏସଆଇ । ଦିନକୁ ୬ ଘଣ୍ଟା ଲେଖାଏଁ କାମକରି ୧୨୦ ଦିନରେ କାମ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଥିବା ବେଳେ କେଉଁ ସମୟ ପ୍ରଶାସନ ଏଏସଆଇକୁ ଅନୁମତି ଦେବ ତାହା ଉପରେ ହେବ ବିସ୍ତୃତ ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ