Masthead

ଶ୍ରୀମନ୍ଦିରରେ ଏଏସଆଇର ଫଟୋଗ୍ରାଫି ଟିମ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ । ଆଜି ଲେଜର ସ୍କାନିଂ । ଶ୍ରୀମନ୍ଦିରରେ ଏଏସଆଇର ଫଟୋଗ୍ରାଫି ଟିମ । ରତ୍ନଭଣ୍ଡାର ଲେଜର ସ୍କାନିଂ ପାଇଁ ଶ୍ରୀ ମନ୍ଦିର ଭିତରକୁ ପ୍ରବେଶ କଲେ ଏଏସଆଇର ଫଟୋଗ୍ରାଫି ଟିମ । ୩୬୦ ଡିଗ୍ରୀର ଲେଜର ସ୍କାନିଙ୍ଗ ମେସିନ ସହ ଏଏସଆଇର ୧୫ ଜଣିଆ ଟିମ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ କରିବେ ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା