Masthead

ଏସିଆ କପ୍ ସୁପର ଫୋର; ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପ୍ ସୁପର ଫୋରରେ ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା । କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଦିନ ୩ଟାରେ ଖେଳାଯିବ ମ୍ୟାଚ୍ । ବିଜୟ ଧାରା ବଜାୟ ରଖିବାକୁ ରଣନୀତି ପ୍ରସ୍ତୁତ କରିଛି ଟିମ୍ ଇଣ୍ଡିଆ । ସେହିପରି ଶ୍ରୀଲଙ୍କା ମଧ୍ୟ ମୁକାବିଲା କରିବାକୁ ପୂରା ପ୍ରସ୍ତୁତ । ଗତକାଲି ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନକୁ ୨୨୮ ରନର ବଡ଼ ବ୍ୟବଧାନରେ ହରାଇଥିଲା ।

ବିରାଟ କୋହଲି ଓ କେ.ଏଲ ରାହୁଲ ଖେଳିଥିଲେ ଚମତ୍କାର ଇନିଂସ  । ଉଭୟ ଦମଦାର ଶତକ ହାସଲ କରିଥିଲେ । ସେହିପରି ବୋଲିଂରେ ମଧ୍ୟ ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିଥିଲା । ତେବେ ଆଜିର ମ୍ୟାଚ ଜିତିବାକୁ ଚେଷ୍ଠା କରିବ ଭାରତ । । ଆଜିର ମ୍ୟାଚ୍ ଜିତିଲେ ଭାରତର ଫାଇନାଲ୍ ଖେଳିବା ଏକପ୍ରକାର ସ୍ପଷ୍ଟ ହୋଇଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା