Masthead

ଏସୀୟ ଚାମ୍ପିଅନ୍ସ ଟ୍ରଫି; ପ୍ରଥମ ସେମିରେ ମୁହାଁମୁହିଁ ହେବେ ଭାରତ-ଜାପାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ ଚାମ୍ପିଅନ୍ସ ଟ୍ରଫି । ଆଜି ଭାରତ-ଜାପାନ ସେମିଫାଇନାଲ । ଆଜି ରାତି ୮.୩୦ରେ କେଳାଯିବ ମ୍ୟାଚ୍ । ଅନ୍ୟଏକ ସେମି ଫାଇନାଲରେ ସଂଧ୍ୟା ୬ଟାରେ ଲିଗ୍ ପର୍ୟ୍ୟାୟର ଦ୍ୱିତୀୟ-ତୃତୀୟ ଦଳ ମାଲେସିଆ -ଦକ୍ଷିଣ କୋରିଆ ମୁହାଁମୁହିଁ ହେବେ । ଲିଗ୍ ପର୍ୟ୍ୟାୟରେ ଘରୋଇ ଦଳ କେବଳ ଜାପାନ ସହ ୧-୧ରେ ଅମୀମାଂସିତ ରଖିଥିଲା ବେଳେ ଅନ୍ୟ ସମସ୍ତ ମ୍ୟାଚ୍ ଜିତିଥିଲା । ଏଥିସହ ଭାରତ ୧୩ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହି ସେମିଫାଇନାଲରେ ପହଞ୍ଚିଛି ।

ବିଶ୍ୱ ମାନ୍ୟତାରେ ଭାରତ ଚତୁର୍ଥରେ ଥିଲା ବେଳେ ଜାପାନ ୧୯ରେ ରହିଛି । କିନ୍ତୁ ଢାକାରେ ଖେଳାଯାଇଥିବା ୨୦୨୧ ସଂସ୍କରଣର ସେମିଫାଇନାଲ୍ରେ ଭାରତକୁ ମାତ୍ ଦେଇ ଥିଲା ଜାପାନ । ହେଲେ ଲିଗ୍ ପର୍ୟ୍ୟାୟରେ ଭାରତ ୬-୦ ଗୋଲରେ ଜାପାନକୁ ହରାଇଥିଲା । ଗତକାଲି ପାକିସ୍ତାନକୁ ୪-୦ରେ ପରାସ୍ତ କରି ସେମିଫ୍ଧବନାଲରେ ପ୍ରବେଶ କରିଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ