Masthead

ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ଷଷ୍ଠ ସ୍ୱର୍ଣ୍ଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସିଆନ ଗେମ୍ସ । ଏସୀୟ କ୍ରୀଡ଼ା ସୁଟିଂରେ ପୁଣି ଭାରତକୁ ସ୍ୱର୍ଣ୍ଣ ପଦକ । ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ । ଅଜୁର୍ନ ଚିମା, ସରବଜୋତ ସିଂ, ଶିବ ନରୱାଲ ଜିତିଲେ ସ୍ୱର୍ଣ୍ଣ । ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ଷଷ୍ଠ ସ୍ୱର୍ଣ୍ଣ ପଦକ ମିଳିଛି । ୬ ସ୍ୱର୍ଣ୍ଣ, ୫ ରୌପ୍ୟ, ୮ ବ୍ରୋଞ୍ଚ ହାତେଇଛି ଭାରତ । ସେହିପରି ୨୫ ମିଟର ପିସ୍ତଲ ଇଭେଣ୍ଟର ମହିଳା ବର୍ଗରେ ଭାରତ ଜିତିଛି ସ୍ୱର୍ଣ୍ଣ ପଦକ । ମନୁ ଭାକର, ଇଶା ସିଂ ଓ ରିଦମ ସାଙ୍ଗୱାନ ଏହି ସଫଳତା ଆଣିଦେଇଛନ୍ତି । ଭାରତ ପକ୍ଷରୁ ସିପ୍ତ ସାମ୍ରା, ଆଶି ଚୌକସେ ଓ ମାନିନି କୌଶିକ ଏହି ସଫଳତା ଆଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ