Masthead

ଏସୀୟ କ୍ରୀଡ଼ା, ତୀରନ୍ଦାଜୀରେ ଭାରତକୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ତୀରଚାଳନାରେ ଭାରତକୁ ସ୍ୱର୍ଣ୍ଣ । ଜ୍ୟୋତି ଭେନମ ଓ ଓଜାସ ଡିଓଟାଲେ ଜିତିଲେ ସ୍ୱର୍ଣ୍ଣ । ଏଯାଏଁ ୧୬ ସ୍ୱର୍ଣ୍ଣ, ୨୬ ରୌପ୍ୟ, ୨୯ ବ୍ରୋଞ୍ଜ ସହ ୭୧ ପଦକ ହାସଲ କରିଛି ଭାରତ । ସେପଟେ ତୀରଚାଳନାରେ ଭାରତକୁ ମିଳିଛି ବ୍ରୋଞ୍ଜ ପଦକ । ୩୫ ମିଟର ରେସ୍ ୱାକ୍ ମିକ୍ସଡ ଟିମ ଇଭେଣ୍ଟରେ ମିଳିଲା ବ୍ରୋଞ୍ଜ ।ଞ୍ଚମଞ୍ଜୁ ରାଣୀ ଓ ରାମବାବୁ ଆଣଓଲେ ସଫଳତାର ସହ ହାସଲ କରିଛନ୍ତି ବ୍ରୋଞ୍ଜ ପଦକ । ଚଳିତ ଏସିଆଡ୍‌ରେ ଭାରତର ରେକର୍ଡ ପଦକ ହାସଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା