Masthead

ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ସପ୍ତମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆନ୍ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ପୁରୁଷ ୫୦ ମିଟର ରାଇଫଲ ଟିମ୍ ଇଭେଣ୍ଟରେ ଭାରତକୁ ମିଳିଛି ସ୍ୱର୍ଣ୍ଣ ।ଐଶ୍ୱର୍ଯ୍ୟା ପ୍ରତାପ ସିଂ, ସ୍ୱପ୍ନିଲ କୁସାଲେ ଏବଂ ଅଖିଲ ଶୋରେନ ୫୦ ମିଟର ରାଇଫଲ ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିଲା ଭାରତ । ଏପର୍ଯ୍ୟନ୍ତ ୭ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ, ୧୧ଟି ବ୍ରୋଞ୍ଜ ପଦକ ଜିତିଛି ଭାରତ । ମୋଟ ୨୭ଟି ପଦକ ସହ ପଞ୍ଚମ ସ୍ଥାନରେ ରହିଛି ଭାରତ । ସେହିପରେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ରୌପ୍ୟ ଜିତିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ