Masthead

ଏସୀୟ କ୍ରୀଡ଼ା: ପ୍ରଥମ ଥର ଭାରତର ପଦକ ସଂଖ୍ୟା ୧୦୦ ଛୁଇଁଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ଇତିହାସ ରଚିଲା ଭାରତ । ଏସୀୟ କ୍ରୀଡ଼ାରେ ଭାରତର ନୂଆ କୀର୍ତ୍ତିମାନ । କବାଡିରେ ସ୍ୱର୍ଣ୍ଣ ସହ ପ୍ରଥମ ଥର ଭାରତର ପଦକ ସଂଖ୍ୟା ୧୦୦ ଛୁଇଁଲା । ୨୫ ସ୍ୱର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୦୦ ହୋଇଛି । ୨୫ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୦ ପଦକକୁ ଛୁଇଁଛି । ୧୦୦ ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ଭାରତ ରହିଛି ।

ମହିଳା କମ୍ପାଉଣ୍ଡ୍‌ ଇଭେଣ୍ଟରେ ଭାରତକୁ ମିଳିଛି ସ୍ୱର୍ଣ୍ଣ । ଦକ୍ଷିଣ କୋରିଆ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଛନ୍ତି ସୁରେଖା । ସେପଟେ ଏସୀୟ କ୍ରୀଡ଼ା ତୀରନ୍ଦାଜୀରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ମିଳିଛି । ପୁରୁଷ କମ୍ପାଉଣ୍ଡ ଇଭେଣ୍ଟରେ ଓଜାସ୍‌ ଜିତିଲେ ସ୍ୱର୍ଣ୍ଣ । ନିଜ ଦେଶର ଅଭିଷେକ ବର୍ମାଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ । ଓଜାସ୍‌ଙ୍କଠାରୁ ହାରି ଅଭିଷେକ ରୌପ୍ୟରେ ସନ୍ତୁଷ୍ଟ ରହିଛନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ