ଏସୀୟ କ୍ରୀଡ଼ା: ପ୍ରଥମ ଥର ଭାରତର ପଦକ ସଂଖ୍ୟା ୧୦୦ ଛୁଇଁଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ଇତିହାସ ରଚିଲା ଭାରତ । ଏସୀୟ କ୍ରୀଡ଼ାରେ ଭାରତର ନୂଆ କୀର୍ତ୍ତିମାନ । କବାଡିରେ ସ୍ୱର୍ଣ୍ଣ ସହ ପ୍ରଥମ ଥର ଭାରତର ପଦକ ସଂଖ୍ୟା ୧୦୦ ଛୁଇଁଲା । ୨୫ ସ୍ୱର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୦୦ ହୋଇଛି । ୨୫ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୦ ପଦକକୁ ଛୁଇଁଛି । ୧୦୦ ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ଭାରତ ରହିଛି ।

ମହିଳା କମ୍ପାଉଣ୍ଡ୍‌ ଇଭେଣ୍ଟରେ ଭାରତକୁ ମିଳିଛି ସ୍ୱର୍ଣ୍ଣ । ଦକ୍ଷିଣ କୋରିଆ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଛନ୍ତି ସୁରେଖା । ସେପଟେ ଏସୀୟ କ୍ରୀଡ଼ା ତୀରନ୍ଦାଜୀରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ମିଳିଛି । ପୁରୁଷ କମ୍ପାଉଣ୍ଡ ଇଭେଣ୍ଟରେ ଓଜାସ୍‌ ଜିତିଲେ ସ୍ୱର୍ଣ୍ଣ । ନିଜ ଦେଶର ଅଭିଷେକ ବର୍ମାଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ । ଓଜାସ୍‌ଙ୍କଠାରୁ ହାରି ଅଭିଷେକ ରୌପ୍ୟରେ ସନ୍ତୁଷ୍ଟ ରହିଛନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ