Masthead

ବର୍ଷାରେ ବେହାଲ ଆସିକା ସହର

ଆସ୍କା(ବଡ଼ ଖବର ବ୍ୟୁରୋ): ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗେ।।ପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହୋଇଛି । ଏଥିପାଇଁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଏହି ବର୍ଷା ଯୋଗୁଁ ଆସିକା ସହର ସମେତ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଓ ଘଡଘଡି ହୋଇଛି । ଜନଜୀବନ ଅସ୍ତଵ୍ୟସ୍ତ ହୋଇପଡିଥିବା ବେଳେ ରାସ୍ତା ଜନ ଶୂନ୍ୟ ଦେଖାଦେଇଛି ।

ଏଥିରେ ଛୋଟ ଛୋଟ ବ୍ୟବସାୟୀଠାରୁ ଆରମ୍ଭ କରି ସମସ୍ତ ଅନୁଷ୍ଠାନ ବନ୍ଦ ରହିଛି । ଛାତ୍ରଛାତ୍ରୀ ସ୍କୁଲ ଓ ଟିୟୁସନ ଯିବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଦୈନନ୍ଦିନ ମଜୁରିଆ ମାନେ କାମକୁ ଯାଇପାରି ନଥିବା ବେଳେ ବର୍ଷା ଯୋଗୁଁ ହଇରାଣ ହରକତ ସମ୍ମୁଖୀନ ହୋଇଥିବା ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା