Masthead

ଆସିଲା ଏଏସଆଇର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ

ପୁରୀ (ବଡ଼ ଖବର ବ୍ୟୁରୋ): ଆସିଲା ଏଏସଆଇର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ। ରତ୍ନଭଣ୍ଡାର ଉତ୍ତରପାର୍ଶ୍ୱ କାନ୍ଥରେ ଫାଟଥିବା ଦୃଶ୍ୟମାନ। ଏଭଳି ଫାଟ ଭବିଷ୍ୟତରେ କ୍ଷତି ସୃଷ୍ଟି କରିପାରେ ବୋଲି ଏଏସଆଇ ଚିଠିରୁ ସ୍ପଷ୍ଟ। ରତ୍ନଭଣ୍ଡାରର ବାହାର ତିନୋଟି କାନ୍ଥକୁ ଡି ପ୍ଲାଷ୍ଟର କରାଯିବ। ଏହାପରେ ଯଦି କୌଣସି କ୍ଷତି ଦେଖାଯାଏ ତାହାକୁ ସଂରକ୍ଷଣ ପ୍ରଣାଳୀ ଦ୍ୱାରା ଉପଯୁକ୍ତ ପଦକ୍ଷେପ ନିଆଯିବ।

ଗତ ନଭେମ୍ବର ମାସରେ ଦୁଇଦିନ ଧରି ରତ୍ନଭଣ୍ଡାର ବାହାରପାର୍ଶ୍ୱ କାନ୍ଥର ଏଏସଆଇ ପକ୍ଷରୁ ୪୯ଟି ପଏଣ୍ଟରେ ହୋଇଥିଲା ଲେଜର୍ ସ୍କାନିଂ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ