Masthead

ଆସିଲା ଏଏସଆଇର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ

ପୁରୀ (ବଡ଼ ଖବର ବ୍ୟୁରୋ): ଆସିଲା ଏଏସଆଇର ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ। ରତ୍ନଭଣ୍ଡାର ଉତ୍ତରପାର୍ଶ୍ୱ କାନ୍ଥରେ ଫାଟଥିବା ଦୃଶ୍ୟମାନ। ଏଭଳି ଫାଟ ଭବିଷ୍ୟତରେ କ୍ଷତି ସୃଷ୍ଟି କରିପାରେ ବୋଲି ଏଏସଆଇ ଚିଠିରୁ ସ୍ପଷ୍ଟ। ରତ୍ନଭଣ୍ଡାରର ବାହାର ତିନୋଟି କାନ୍ଥକୁ ଡି ପ୍ଲାଷ୍ଟର କରାଯିବ। ଏହାପରେ ଯଦି କୌଣସି କ୍ଷତି ଦେଖାଯାଏ ତାହାକୁ ସଂରକ୍ଷଣ ପ୍ରଣାଳୀ ଦ୍ୱାରା ଉପଯୁକ୍ତ ପଦକ୍ଷେପ ନିଆଯିବ।

ଗତ ନଭେମ୍ବର ମାସରେ ଦୁଇଦିନ ଧରି ରତ୍ନଭଣ୍ଡାର ବାହାରପାର୍ଶ୍ୱ କାନ୍ଥର ଏଏସଆଇ ପକ୍ଷରୁ ୪୯ଟି ପଏଣ୍ଟରେ ହୋଇଥିଲା ଲେଜର୍ ସ୍କାନିଂ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ