ବିଜେପିରେ ମିଶିବେ କଂଗ୍ରେସ ନେତା ଆଶିଷ ପାତ୍ର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିବେ ୩୪ବର୍ଷର ଟାଣୁଆ କଂଗ୍ରେସ ନେତା ଆଶିଷ ପାତ୍ର । ୧୦ ବର୍ଷ କଂଗ୍ରେସରେ ଥିଲେ ବ୍ଲକ ସଭପତି । ୬ ଥର କଂଗ୍ରେସ ଦଳରୁ ସ୍ୱାମୀ ସ୍ତ୍ରୀ ସରପଞ୍ଚ ଗାଦି ତୁଲାଇଥିଲେ । ପଦ୍ମ ଧରି ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭା ଆସନ ଲଢ଼ିପାରନ୍ତି ବୋଲି ଚର୍ଚ୍ଚା ।ଏପ୍ରିଲ ୧୦ ରେ ଛାଡ଼ିଥିଲେ କଂଗ୍ରେସ ଦଳ । ଟିକଟ ଆଶାୟୀଙ୍କୁ ନେଇ ଉପୁଜି ଥିଲା ସମସ୍ୟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!