Masthead

କଂଗ୍ରେସ ଛାଡିଲେ ଆଶିଷ ପାତ୍ର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଛାଡିଲେ ୩୪ ବର୍ଷର ଟାଣୁଆ ନେତା ଆଶିଷ ପାତ୍ର । ପ୍ରାଥମିକ ସଦସ୍ୟରୁ ପରିବାର ଦେଲେ ଇସ୍ତଫା । ପିସିସି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର । ଦୀର୍ଘ ଦିନୁ ଥିଲେ ଆଶାୟୀ । ୩୪ ବର୍ଷ ଧରି ଥିଲେ କଂଗ୍ରେସରେ ।

୧୦ ବର୍ଷ ସଭାପତି ଭାବେ କରୁଥିଲେ ସଂଗଠନ । ୬ ଥର ସରପଞ୍ଚ ଦାଇତ୍ୱ ତୁଲାଇ ଥିଲେ ସ୍ୱାମୀ ସ୍ତ୍ରୀ । ଅତି ଶୀଘ୍ର ପଦ୍ମ ଧରି ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିବେ ବୋଲି ଜୋର ଧରିଛି ଚର୍ଚ୍ଚା । ୨୦୨୪ ରେ ନିର୍ବାଚନ ନଲଢ଼ିଲେ ରାଜନୀତିରୁ ନେବେ ଅବସର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ