Masthead

ASO ଚୟନରେ ହୋଇନି କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ASO ଚୟନ ଅନିୟମିତତା ମାମଲା । ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି କହିଲେ ହାଇକୋର୍ଟ । ପୂର୍ବରୁ ଜଣିକିଆ ଖଣ୍ଡପୀଠ ଯେଉଁ ରାୟ ଦେଇଥିଲେ ତାହାକୁ ନେଇ ହାଇକୋର୍ଟକୁ ଯାଇଥିଲେ ଅନେକ ପରୀକ୍ଷାର୍ଥୀ । ଆଉ ପରୀକ୍ଷାର୍ଥୀଙ୍କ ପିଟିସନ ଆଧାରରେ ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ଡିଭିଜନ ବେଞ୍ଚ । ଏହି ରାୟ ଆସିବା ପରେ ୧୧୦୪ ଜଣଙ୍କ ମେରିଟ ଲିଷ୍ଟ କାଏମ ରହିଛି । ଏହାସହ ଯେଉଁଠାରୁ ଚୟନ ପ୍ରକ୍ରିୟା ବନ୍ଦ ହୋଇଥିଲା ସେହିଠାରୁ ପୁଣିଥରେ ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ