Masthead

ASO ଚୟନରେ ହୋଇନି କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ASO ଚୟନ ଅନିୟମିତତା ମାମଲା । ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି କହିଲେ ହାଇକୋର୍ଟ । ପୂର୍ବରୁ ଜଣିକିଆ ଖଣ୍ଡପୀଠ ଯେଉଁ ରାୟ ଦେଇଥିଲେ ତାହାକୁ ନେଇ ହାଇକୋର୍ଟକୁ ଯାଇଥିଲେ ଅନେକ ପରୀକ୍ଷାର୍ଥୀ । ଆଉ ପରୀକ୍ଷାର୍ଥୀଙ୍କ ପିଟିସନ ଆଧାରରେ ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ଡିଭିଜନ ବେଞ୍ଚ । ଏହି ରାୟ ଆସିବା ପରେ ୧୧୦୪ ଜଣଙ୍କ ମେରିଟ ଲିଷ୍ଟ କାଏମ ରହିଛି । ଏହାସହ ଯେଉଁଠାରୁ ଚୟନ ପ୍ରକ୍ରିୟା ବନ୍ଦ ହୋଇଥିଲା ସେହିଠାରୁ ପୁଣିଥରେ ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା