Masthead

ଓମାନରେ ଅସରଫ ଘନି

(ବଡ଼ ଖବର ବ୍ୟୁରୋ): ଓମାନରେ ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅସରଫ ଘନି । ଆତଙ୍କବାଦୀ ମାନେ କାବୁଲରେ ପ୍ରବେଶ କରିବା ପରେ ଅସରଫ ନିଜ ପଦବୀରୁ ଇସ୍ତାଫା ଦେଇ ଦେଶ ଛାଡି ପଳାଇଛନ୍ତି । ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ । ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି ମିଳିନଥିଲା । ବାଧ୍ୟ ହୋଇ ଘନି ଓମାନ ପଳାଇଛନ୍ତି ।

ସେଠାରୁ ସେ ଆମେରିକା ଯାଇପାରନ୍ତି । ଘନିଙ୍କ ସହ କିଛି ଲ’ମେକର ଥିବା ଜଣାଯାଇଛି । ରକ୍ତପାତ ନହେବା ପାଇଁ ଦେଶ ଛାଡିଲେ ବୋଲି ଘନି ସୂଚନା ଦେଇଛନ୍ତି କାବୁଲରେ ଥିବା ରୁଷିଆ ଦୂତାବାସର କିଛି କର୍ମଚାରୀଙ୍କ ସୂଚନା ଅନୁଯାୟୀ ଘନି ୪ଟି କାର ଓ ଗୋଟିଏ ହେଲିକାପ୍ଟରରେ ବିପୁଳ ଅର୍ଥ ନେଇ ପଳାଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ