Masthead

କଡ଼ା ସୁରକ୍ଷାରେ ଅସଦଙ୍କ ଅନ୍ତିମସଂସ୍କାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏନକାଉଣ୍ଟରେ ମୃତ୍ୟୁ ହୋଇଥିବା ମାଫିଆ ଡନ ଅତିକ ଅହମଦଙ୍କ ପୁଅ ଅସଦ ଅହମଦଙ୍କର ପ୍ରୟାଗରାଜରେ ଅନ୍ତିମ ସଂସ୍କାର କରାଯାଇଛି। ଅସଦଙ୍କୁ ପ୍ରୟାଗରାଜର କସାରି-ମସାରି କବର ଦିଆଯାଇଛି । ଅନ୍ତିମ ସଂସ୍କାରରେ ୨୫-୩୦ ଜଣ ସାମିଲ ହୋଇଥିଲେ। ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ପୋଲିସର କଡା ସୁରକ୍ଷା ମଧ୍ୟରେ ଅସଦଙ୍କ ଅନ୍ତିମ ସଂସ୍କାର କରାଯାଇଛି।

ଏହି ସମୟରେ ଡ୍ରୋନ୍‌ ସାହାଯ୍ୟରେ ସୁରକ୍ଷା ଉପରେ ନଜର ରଖାଯାଇଥିଲା। କବର ସ୍ଥାନର କିଛି ଦୂରରୁ ମିଡିଆର ଏଣ୍ଟ୍ରିକୁ ବି ଅଟକାଇ ଦିଆଯାଇଥିଲା। ଏନକାଉଣ୍ଟରେ ମୃତ୍ୟୁ ହୋଇଥିବା ଅସଦ ଓ ତାଙ୍କ ସାଥି ଗୁଲାମ ମହମ୍ମଦଙ୍କ ମର ଶରୀରକୁ ଝାନସିରୁ ପ୍ରୟାଗରାଜ ନିଆଯାଇଥିଲା। ଉଭୟଙ୍କ ମୃତ ଶରୀରକୁ ନେବାକୁ ତାଙ୍କର ପରିବାର ଲୋକେ ଶୁକ୍ରବାର ସନ୍ଧ୍ୟାରେ ଝାନସୀ ଆସିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?