Masthead

କ୍ଷମା ମାଗିଲେ ଆସାମ ମୁଖ୍ୟମନ୍ତ୍ରୀ, ଡିଲିଟ୍ କଲେ ପୋଷ୍ଟ

ଆସାମ (ବଡ଼ ଖବର ବ୍ୟୁରୋ): ଭଗବଦ୍‌ ଗୀତାର ଏକ ‘ଶ୍ଲୋକ’ର ଭୁଲ ଅନୁବାଦ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କ୍ଷମା ମାଗିଛନ୍ତି। ଭୁଲ ଅନୁବାଦକୁ ନେଇ ବିବାଦ ଉପୁଜିବାରୁ ସେ କ୍ଷମା ମାଗିଛନ୍ତି। ଅନେକ ନେତା ତାଙ୍କୁ ଜାତି ବିଭାଜନକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଥିଲେ। ହିମନ୍ତ କହିଛନ୍ତି, ନିୟମିତ ଭାବେ, ପ୍ରତିଦିନ ସକାଳେ ମୁଁ ମୋର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଭଗବଦ୍‌ ଗୀତାର ଏକ ଶ୍ଲୋକ ଅପଲୋଡ କରେ ।

ଏଯାଏଁ ମୁଁ ୬୬୮ଟି ଶ୍ଳୋକ ଅପଲୋଡ କରିସାରିିଲିଣି । ନିକଟରେ ମୋ ଟିମର ଜଣେ ସଦସ୍ୟ ୧୮ ଅଧ୍ୟାୟର ଏକ ଶ୍ଳୋକର ଭୁଲ ଅନୁବାଦ ସୋସିଆଲ ମିଡିଆରେ ପୋଷ୍ଟ କରିଦେଇଥିଲେ । ଏହା ଜାଣିବା ମାତ୍ରେ ମୁଁ ତାକୁ ତୁରନ୍ତ ଡିଲିଟ୍ କରିଥିଲି । ଯଦି ହଟାଯାଇଥିବା ପୋଷ୍ଟ ଦ୍ୱାରା ଯଦି କେହି ଆହତ ହୋଇଛନ୍ତି, ମୁଁ ଆନ୍ତରିକତାର ସହ କ୍ଷମା ପ୍ରାର୍ଥନା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ