Masthead

ଆସାମ ବାଲ୍ୟ ବିବାହ, ୩ ଦିନରେ ଗିରଫ ହେଲେଣି ୨୨୭୮

ଗୌହାଟି (ବଡ଼ ଖବର ବ୍ୟୁରୋ): ଆସାମରେ ଚାଲିଥିବା ବାଲ୍ୟ ବିବାହ ରୋକିବା ପାଇଁ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ତିନି ଦିନରେ ୨୨୭୮ ଜଣ ଗିରଫ ହୋଇ ସାରିଲେଣି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିବା ଅନୁଯାୟୀ ବାଲ୍ୟ ବିବାହକୁ ନେଇ ପୋଲିସ ଯେଉଁ ଅଭିଯାନ ଆରମ୍ଭ କରିଛି, ଏହା ୨୦୨୬ ପରବର୍ତ୍ତୀ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଜାରି ରହିବ ।

ଏହାକୁ ବିରୋଧୀ ସମାଲୋଚନା କରିବା ସହ ଏହା ପ୍ରଚାରର ହାତକଡି ବୋଲି କହିଥିଲେ । ଏହାକୁ ନେଇ ପୋଲିସ ଏକ ବୟାନରେ କହିଥିଲା ଯେ ସାରା ରାଜ୍ୟରେ ଦିଆଯାଇଥିବା ୪,୦୪୭ ଏଫଆଇଆର ଆଧାରରେ ଲୋକଙ୍କୁ ଗିରଫ କରାଯାଉଛି । ବିଶ୍ୱନାଥରେ ୧୩୯, ବାରପେଟାରେ ୧୩୦ ଓ ଧୁବରିରେ ୧୨୬ ଜଣଙ୍କୁ ଗିରଫ କରାଯାଇଛି । ଆଉ କିଛି ଜିଲାରୁ ବି ବାଲ୍ୟ ବିବାହ ମାମଲାରେ ଶହେରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ